ରାଜସ୍ଥାନର କ୍ରମାଗତ ଦ୍ୱିତୀୟ ବିଜୟ

ଜୟପୁର,୨୮ା୩: ଜୟପୁରର ସଓ୍ବାଇ ମାନସିଂ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ୯ତମ ଆଇପିଏଲ୍‌ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୧୨ ରନ୍‌ରେ ହରାଇ କ୍ରମାଗତ ଦ୍ୱିତୀୟ ବିଜୟୀ ହୋଇଛି ରାଜସ୍ଥାନ ରୟାଲ୍ସ। ପ୍ରଥମେ ବ୍ୟାଟିଂ କରି...

ସମ୍ପୂର୍ଣ୍ଣ ସେନା ପ୍ରତ୍ୟାହାର ଲାଗି ଭାରତ-ଚାଇନା ମଧ୍ୟରେ ଜୋର୍‌ଦାର ଆଲୋଚନା

ନୂଆଦିଲ୍ଲୀ,୨୮।୩: ପୂର୍ବ ଲଦାଖରେ ଦୀର୍ଘଦିନର ସୀମା ବିବାଦ ପରେ ଭାରତ ଏବଂ ଚାଇନାର ଶୀର୍ଷ କୂଟନୀତିଜ୍ଞମାନଙ୍କ ମଧ୍ୟରେ ସାନି ଆଲୋଚନା ଆରମ୍ଭ ହୋଇଛି। ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି)ର ବିବାଦୀୟ ଅଞ୍ଚଳରୁ ସମ୍ପୂର୍ଣ୍ଣ...

ମୁଖତାରଙ୍କ ୧୨ଶହ କୋଟି ଟଙ୍କାର ସମ୍ପତ୍ତି

ଲକ୍ଷ୍ନୌ,୨୮।୩: ମୁଖତାର ଅନସାରୀଙ୍କ ନାମ କିଏ ବା ନ ଶୁଣିଛି। ଯଦି ଆମେ ପୂର୍ବାଞ୍ଚଳ ବିଷୟରେ କଥା ହେବା, ସେଠାରେ ଥିବା ସମସ୍ତେ ନିଶ୍ଚୟ ତାଙ୍କ ନାମ ଶୁଣିଥିବେ। ଗାଜିପୁରରେ ଜନ୍ମଗ୍ରହଣ କରିଥିବା...

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ ନାଁ ଘୋଷଣା କରିନାହିଁ। ସେହିପରି ଭାଜପା...

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା ଗୁଦଡ଼ୀ ଥାନା ବୁରୁଗୁଲିକେରା ଗ୍ରାମର ଗନ୍ଧୋରୀ...

ଦିଲ୍ଲୀକୁ ୧୮୬ ରନର ଟାର୍ଗେଟ୍‌ ଦେଲା ରାଜସ୍ଥାନ

ଜୟପୁର,୨୮।୩: ଦିଲ୍ଲୀ କ୍ୟାପିଟାଲ ଏବଂ ରାଜସ୍ଥାନ ରୟାଲ ମଧ୍ୟରେ ଖେଳାଯାଉଥିବା ୯ମ ମ୍ୟାଚରେ ଦିଲ୍ଲୀକୁ ୧୮୬ ରନର ଲକ୍ଷ୍ୟ ଦେଇଛି ରାଜସ୍ଥାନ। ଏହି ମ୍ୟାଚ ଜୟପୁରର ସଓ୍ବାଇ ମାନ ସିଂ ଷ୍ଟାଡିୟମରେ ଖେଳାଯାଉଛି।...

ମାଫିଆ ମୁଖତାର ଅନସାରୀଙ୍କ ମୃତ୍ୟୁ, ହସ୍ପିଟାଲରେ ପୋଲିସ ଛାଉଣି, ୧୪୪ ଧାରା ଜାରି

ବାନ୍ଦା,୨୮।୩: ଉତ୍ତର ପ୍ରଦେଶର ବାନ୍ଦା ହସ୍ପିଟାଲରେ ଶୁକ୍ରବାର ରାତିରେ ମାଫିଆରୁ ରାଜନେତା ହୋଇଥିବା ମୁଖତାର ଅନସାରୀଙ୍କ ମୃତ୍ୟୁ ହୋଇଛି। ବାନ୍ଦା ଜେଲରେ ହାର୍ଟ ଆଟାକ ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ବାନ୍ଦାରେ ମୁଖତାର ଅନସାରୀଙ୍କ ମାମଲା ପରିଚାଳନା କରିଥିବା...

ମୁଖତାର ଅନସାରୀ ଗୁରୁତର, ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୨୮।୩: ବାହୁବଳୀ ନେତା ମୁଖତାର ଅନସାରୀ ଗୁରୁତର ହୋଇପଡିଛନ୍ତି। ବାନ୍ଦା ଜେଲରେ ଥିବା ବେଳେ ତାଙ୍କର ସ୍ବାସ୍ଥ୍ୟ ବିଗିଡି ଯାଇଛି। ଏହା ପରେ ତାଙ୍କୁ ବାନ୍ଦା ମେଡିକାଲ କଲେଜକୁ ନିଆଯାଇଛି। କଡା ସୁରକ୍ଷା ବ୍ୟବସ୍ଥା ମଧ୍‌ୟରେ ତାଙ୍କୁ ଜେଲରୁ ହସ୍ପିଟାଲ...

ଭାଜପା ସହ ହେଲା ନାହିଁ ମେଣ୍ଟ ତ ନବୀନ ଖେଳିଲେ ନୂଆ ଗେମ! ପୁରୁଷଙ୍କ ଟିକେଟ କାଟି ପତ୍ନୀମାନଙ୍କୁ କଲେ ପ୍ରାର୍ଥୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮।୩: ଓଡ଼ିଶାରେ ଶାସକ ବିଜୁ ଜନତା ଦଳ (ବିଜେଡି) ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪ ମହିଳାଙ୍କୁ ସେମାନଙ୍କ ସ୍ବାମୀଙ୍କ ସ୍ଥାନରେ ପ୍ରାର୍ଥୀ କରିଛି। ଏହି ୪ ମହିଳାଙ୍କର ସ୍ବାମୀମାନେ ୨୦୧୯ ନିର୍ବାଚନରେ ଜିତିଥିଲେ କିମ୍ବା ଦ୍ୱିତୀୟ ସ୍ଥାନରେ ଥିଲେ।...

ରାଜ୍ୟର ୬ଟି ଲୋକ ସଭା ଆସନରେ କାହାକୁ ଟିକେଟ ଦେବ ବିଜେଡି, ଚର୍ଚ୍ଚାରେ ଏହି ନାଁ

ଭୁବନେଶ୍ୱର,୨୮।୩: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଓଡ଼ିଶାର ୨୧ଟି ଲୋକ ସଭା ନିର୍ବାଚନ ମଣ୍ଡଳୀ ଭିତରୁ ୧୮ଟି ସ୍ଥାନରେ ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବିଜେଡି ୧୫ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ହେଲେ କଂଗ୍ରେସ ପକ୍ଷରୁ...

କଟକରେ ହେବ ବଡ଼ ଲଢେଇ, ମୁହାଁମୁହିଁ ହୋଇପାରନ୍ତି ଭର୍ତ୍ତୃହରି-ସଂତୃପ୍ତ

ଭୁବନେଶ୍ୱର,୨୮।୩: ଆସନ୍ତା ସାଧାରଣ ନିର୍ବାଚନରେ ଭାଜପାର ଭର୍ତ୍ତୃହରି ମହତାବ ଏବଂ ବିଜେଡିର ସଂତୃପ୍ତ ମିଶ୍ରଙ୍କ ମଧ୍ୟରେ କଟକ ଲୋକ ସଭା ଆସନରୁ ଦେଖିବାକୁ ମିଳିପାରେ ବଡ଼ ଲଢେଇ। ବିଜେଡିରୁ ଇସ୍ତଫା ଦେବା ପରେ ଭର୍ତ୍ତୃହରି ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି।...

ଅନ୍ୟକୁ ଡରାଇବା ଧମକାଇବା କଂଗ୍ରେସର ସଂସ୍କୃତି…ଓକିଲଙ୍କ ଚିଠିକୁ ନେଇ ଏମିତି କହିଲେ ମୋଦି

ନୂଆଦିଲ୍ଲୀ,୨୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଅନ୍ୟମାନଙ୍କୁ ଭୟଭୀତ କରିବା ହେଉଛି କଂଗ୍ରେସର ପୁରୁଣା ସଂସ୍କୃତି। ମାତ୍ର ୫ଦଶନ୍ଧି ପୂର୍ବରୁ ସେ ଏକ ‘ପ୍ରତିବଦ୍ଧ ନ୍ୟାୟପାଳିକା’ର ଆହ୍ବାନ କରିଥିଲେ – ସେମାନେ ଲଜ୍ଜାଜନକ ଭାବରେ ନିଜର ସ୍ବାର୍ଥ ପାଇଁ...

ଶିବସେନାରେ ସାମିଲ ହେଲେ ଗୋବିନ୍ଦା, ଏହି ଆସନରୁ ଲଢିବେ ନିର୍ବାଚନ

ମୁମ୍ବାଇ,୨୮।୩: ଶିବସେନାରେ ସାମିଲ ହେଲେ ଅଭିନେତା ଗୋବିନ୍ଦା। ଗୁରୁବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଉପସ୍ଥିତିରେ ସେ ଶିବସେନାରେ ଯୋଗ ଦେଇଛନ୍ତି। ଶିନ୍ଦେଙ୍କ ଦଳ ତାଙ୍କୁ ମୁମ୍ବାଇ ଉତ୍ତର ପଶ୍ଚିମ ଲୋକ ସଭା ଆସନରୁ ଟିକେଟ୍‌ ଦେଇପାରେ ବୋଲି ଅନୁମାନ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ସିଦ୍ଧାନ୍ତ, କଡ଼ା ଭାଷାରେ ସମାଲୋଚନା କଲା ବିଜେଡି

ଭୁବନେଶ୍ୱର,୨୮।୩: ଗୁରୁବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି କଟକ ଏମପି ଭର୍ତ୍ତୃହରି ମହତାବ, ପୂର୍ବତ୍ତନ ଲୋକ ସଭା ଏମପି ସିଦ୍ଧାନ୍ତ ମହାପାତ୍ର ଏବଂ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା। ଦଳର ଦୁଇ ବରିଷ୍ଠ ନେତା ଯାଇ ବିରୋଧୀ କ୍ୟାମ୍ପରେ ଯୋଗ...

ଭାଜପାରେ ମିଶିଲେ ସିଦ୍ଧାନ୍ତ ମହାପାତ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୩: ଭାଜପାରେ ଗୁରୁବାର ଯୋଗ ଦେଇଛନ୍ତି ଅଭିନେତା ତଥା ବିଜେଡିର ପୂର୍ବତନ ଏମ୍‌ପି ସିଦ୍ଧାନ୍ତ ମହାପାତ୍ର। ଦିଲ୍ଲୀ ମୁଖ୍ୟ କାର୍ଯ୍ୟାଳୟରେ ଯୋଗଦେଇ ସେ ଭାଜପାରେ ସାମିଲ ହୋଇଛନ୍ତି। ଏହି ସମୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ...

ଭାଜପାରେ ଯୋଗଦେଲେ ଭର୍ତ୍ତୃହରି ମହତାବ, ନିକଟରେ ବିଜେଡିରୁ ଇସ୍ତଫା ଦେଇଥିଲେ

ଭୁବନେଶ୍ୱର,୨୮।୩: ନିକଟରେ ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେଇଥିବା କଟକ ଲୋକ ସଭା ଏମପି ଭର୍ତ୍ତୃହରି ମହତାବ ଭାଜପାରେ ଯୋଗ ଦେଇଛନ୍ତି। ତାଙ୍କ ସହିତ ଦୁଇଥର ବ୍ରହ୍ମପୁରରୁ ଲୋକ ସଭାକୁ ନିର୍ବାଚିତ ହୋଇଥିବା ସିଦ୍ଧାନ୍ତ ମହାପାତ୍ର ଏବଂ ପଦ୍ମଶ୍ରୀ ଦମୟନ୍ତୀ...

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୫ ମାର୍ଚ୍ଚ, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୨୪ ମାର୍ଚ୍ଚ, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୨୩ ମାର୍ଚ୍ଚ, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ (୨୨ ମାର୍ଚ୍ଚ, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ (୨୧ ମାର୍ଚ୍ଚ, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୨୦ ମାର୍ଚ୍ଚ, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ (୧୮ ମାର୍ଚ୍ଚ, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ (୧୮ ମାର୍ଚ୍ଚ, ୨୦୨୪ )

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଜୀବନଚର୍ଯ୍ୟା

Video News

ଲକ୍ଷ୍ମୀ ବସରେ ରହିଛି ଏହି ସୁବିଧା

ବାଲିରେ ବଡସିଂହାର ବେଶ

ଶୀତବସ୍ତ୍ର ବଜାରରେ ଲାଗିଛି ଭିଡ

ଲିକୁଇଡ ଚାହା ପିଇଲେ କ୍ଷୀର ଚାହା ଭୁଲିଯିବେ | ‘Liquid tea’ beats ‘milk tea’

ଛୋଟ ବେଳେ ମୁଁ ଧରିତ୍ରୀ ସମ୍ମାନରେ ସମ୍ମାନୀତ ହୋଇଥିଲି

‘ସକାଳୁ ଉଠୁ ଉଠୁ ଆଗ ଧରିତ୍ରୀ ପଢୁ’ – ଅଶ୍ୱିନୀ

‘ଧରିତ୍ରୀ ଏମିତି ଆହୁରି ବହୁତ ଆଗକୁ ଯାଉ’- ଶିବାନୀ

‘ସବୁବେଳେ ଆଗରେ ଥାଏ ଧରିତ୍ରୀ’ – ଅନୁ ଚୌଧୁରୀ

‘ଧରିତ୍ରୀକୁ ୫୦ ବର୍ଷ ନୁହେଁ ଏମିତି ୧୦୦ ବର୍ଷ ପୁରୁଥାଉ’ – ସନ୍ତୁ ନିଜେ

‘ସ୍ୱାଧୀନ ସାମ୍ବାଦିକତା ପାଇଁ ଧରିତ୍ରୀ ଲୋକପ୍ରିୟ’ ମିତେଶ ଖିମଜି